ଓଡ଼ିଶା ରାଜ୍ୟ ଶିଶୁ ଯତ୍ନ ଅନୁଷ୍ଠାନ କର୍ମଚାରୀ ମହାସଂଘ ତରଫରୁ ଓଡିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ବିଭାଗ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମହୋଦୟା ଙ୍କ ସମେତ ରାଜସ୍ବ ବିଭାଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗ, ଜଙ୍ଗଲ ଓ ପରିବେଶ ବିଭାଗ, ସମବାୟ ବିଭାଗ ମନ୍ତ୍ରୀଙ୍କୁ ଶୁଭେଚ୍ଛା ସହ କୃତଜ୍ଞତା ଜ୍ଞାପନ କରା଼ଯାଇଥିଲା ।

Read more