ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକ ଅନ୍ତର୍ଗତ ତାଳସାକର ଗ୍ରାମରେ ମା ମହାମାୟୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଙ୍କ ଦ୍ଵାରା ଉଦଘାଟିତ ହୋଇଯାଇଛି । Read more
ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକ ଅନ୍ତର୍ଗତ ବାଲୁଙ୍କେଶ୍ୱର ବିଜ୍ଞାନ ମହାବିଦ୍ୟାଳୟ ର ଅତିରିକ୍ତ ଶ୍ରେଣୀଗୃହ କୁ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଉଦଘାଟନ କରିଛନ୍ତି । Read more
ଆଜି ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ସତସଙ୍ଗ ବିହାର ର ବାର୍ଷିକ ଉତ୍ସବ ଏବଂ ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କ ୧୩୨ ତମ ଜନ୍ମ ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । Read more
ବେଗୁନିଆ ବ୍ଲକ ଅଫିସ ସମ୍ମୁଖରେ ଆବାସ ଯୋଜନାରୁ ବଞ୍ଚିତ ସିକୋ ପଞ୍ଚାୟତ ସମେତ ବିଭିନ୍ନ ପଞ୍ଚାୟତର ଶତାଧିକ ହିତାଧିକାରୀ ମାନଙ୍କ ବିକ୍ଷୋଭ। Read more