ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକର ବାଲେଡିହରୁ ମୁକ୍ତାଦେଇପୁର ପର୍ଯ୍ୟନ୍ତ ଦେଢ କିଲୋମିଟର ରାସ୍ତାର ଅବସ୍ଥା ବେଶ୍ ଶୋଚନୀୟ ହୋଇପଡିଛି। Read more
ଖୋର୍ଦ୍ଧା ବ୍ଲକର ଓରବରସିଂ, ନରଣଗଡ଼ ଓ ବ୍ରଜମୋହନପୁର ପଞ୍ଚାୟତରେ ବନ୍ୟାଜଳ ପଶିବା ଫଳରେ ୧୫ରୁ ଊର୍ଦ୍ଧ୍ୱ ଗ୍ରାମ ପାଣି ଘେରରେ ରହିଛି। ଏହି ଗ୍ରାମଗୁଡିକ ବାହ୍ୟଜଗତରୁ ବିଚ୍ଛିନ୍ନ। Read more