ବିଜୁ ମହିଳା ସମିତି ପକ୍ଷରୁ ଏନ୍ ଏ ସି ମହିଳା ବିଜେଡ଼ି ସଭାନେତ୍ରୀ ସୁଜତାରାଣୀ ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ମହିଳା ସମାବେଶ ଓ ଓଡିଶା ର ଜନନାୟକ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ୧୦୪ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । Read more
ଗଞ୍ଜାମ ଜିଲ୍ଲା ଛତ୍ରପୁର ଠାରେ ଚଳିତବର୍ଷ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବ। ଏଥି ନିମନ୍ତେ ଭିତ୍ତିଭୂମି ସମ୍ପର୍କିତ ଏକ ବୈଠକ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। Read more
ବେଲପଡା ନିକଟ ମୂଖ୍ୟ ରାସ୍ତାରେ ଗତ କାଲି ବିଳମ୍ବିତ ରାତିରେ ଏକ ବାଇକ୍ ଦୁର୍ଘଟଣା ଗ୍ରସ୍ତ ହେବା ଯୋଗୁଁ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ। Read more
ଆଜି ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ପାତାଳସିଙ୍ଗି ଓ ଛକେଇପଲ୍ଲି ଗ୍ରାମରେ ଚାଲିଥିବା ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି। Read more
ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ଠାକୁର ପଡା ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରମୋଦ ବେହେରା ଙ୍କର ଆଜି ଭୋର 3 ଟା ସମୟ ରେ ମୃତ୍ୟୁ ହୋଇଯାଇଛି । Read more