ବେଲପଡା ନିକଟ ମୂଖ୍ୟ ରାସ୍ତାରେ ଗତ କାଲି ବିଳମ୍ବିତ ରାତିରେ ଏକ ବାଇକ୍ ଦୁର୍ଘଟଣା ଗ୍ରସ୍ତ ହେବା ଯୋଗୁଁ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ। Read more
ଆଜି ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ପାତାଳସିଙ୍ଗି ଓ ଛକେଇପଲ୍ଲି ଗ୍ରାମରେ ଚାଲିଥିବା ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି। Read more
ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ଠାକୁର ପଡା ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରମୋଦ ବେହେରା ଙ୍କର ଆଜି ଭୋର 3 ଟା ସମୟ ରେ ମୃତ୍ୟୁ ହୋଇଯାଇଛି । Read more
ପୁବୁସାହି ହାଇସ୍କୁଲ ର 1995 ବ୍ୟାଚ ଦଶମ ଶ୍ରେଣୀର ଛାତ୍ର ଛାତ୍ରୀ ମାନଙ୍କର ବନ୍ଧୁ ମିଳନ ଜାଗୁଳାଇ ପାଟଣା ଜଗନ୍ନାଥ ମନ୍ଦିର ନିକଟରେ ଅନୁଷ୍ଠିତ ହୋଇଯାଇଛି। Read more
ଆଜି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ପରିସରରେ କୋଦଳା ତାଲୁକା ଆଇନ ପ୍ରାଧିକରଣ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । Read more
ଆଜି ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବ୍ଲକ ଅନ୍ତର୍ଗତ ଯମୁନା ସିଦ୍ଧେଶ୍ୱର ମନ୍ଦିର ପରିସରରେ ବିଶ୍ୱ ମହିଳା ଦିବସ ପାଳନ ହୋଇଯାଇଛି। Read more