ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ କରୋନା ଭାଇରସ କୁ ନେଇ ଏକ ଜରୁରୀ କାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି। Read more
ଖୋର୍ଦ୍ଧା ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟରେ କରୋନା ସମ୍ପର୍କିତ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି। Read more
ବିଜୁ ମହିଳା ସମିତି ପକ୍ଷରୁ ଏନ୍ ଏ ସି ମହିଳା ବିଜେଡ଼ି ସଭାନେତ୍ରୀ ସୁଜତାରାଣୀ ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ମହିଳା ସମାବେଶ ଓ ଓଡିଶା ର ଜନନାୟକ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ୧୦୪ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । Read more
ଗଞ୍ଜାମ ଜିଲ୍ଲା ଛତ୍ରପୁର ଠାରେ ଚଳିତବର୍ଷ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବ। ଏଥି ନିମନ୍ତେ ଭିତ୍ତିଭୂମି ସମ୍ପର୍କିତ ଏକ ବୈଠକ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। Read more