ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। Read more
ଆଜି ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ଗ୍ରାମ୍ୟ ପାଇପ ଜଳ ଯୋଗାଣ ପ୍ରକଳ୍ପକୁ ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଉଦଘାଟନ କରିଛନ୍ତି । Read more
ଗଞ୍ଜାମ ଜିଲ୍ଲା ବୁଗୁଡା ପଞ୍ଚାୟତ ସମିତି ର ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ବୁଗୁଡା ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଛି । Read more
ଆଜି ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକ ଅନ୍ତର୍ଗତ ଭାମସିଆଳି ଗ୍ରାମର ମନ୍ମଥ ସାସମଲ ନାମକ +୩ ର ଛାତ୍ର କୋରାପୁଟ କୋଲାବ ଡ୍ୟାମ୍ ରେ ଗତ କାଲି ପାଣିରେ ବୁଡି ମୃତ୍ୟୁ ବରଣ କରିଛନ୍ତି । Read more