ଗଞ୍ଜାମ ଜିଲ୍ଲା କୋଦଳା ଏନ୍ ଏ ସି ବିଜେଡି ପକ୍ଷରୁ ମା ନାରାୟଣୀ ମନ୍ଦିର ପରିସରରେ ଆଧୁନିକ ଓଡ଼ିଶାର ମହାନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ୧୦୪ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। Read more
ଆଜି ଗଞ୍ଜାମ ଜିଲ୍ଲା ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହ ଠାରେ ୧୨ତମ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । Read more
ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। Read more
ଆଜି ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ଗ୍ରାମ୍ୟ ପାଇପ ଜଳ ଯୋଗାଣ ପ୍ରକଳ୍ପକୁ ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଉଦଘାଟନ କରିଛନ୍ତି । Read more