ଭୁବନେଶ୍ୱର ଲୋକସଭା ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ ପ୍ରଧାନ ମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କଲେ ଟଙ୍କା।

ଭୁବନେଶ୍ୱର ବ୍ୟୁରୋ (LR NEWS , ୨୯.୦୩.୨୦୨୦) – : ମହାମାରୀ କରୋନାକୁ ନେଇ ଭୁବନେଶ୍ୱର ଲୋକସଭା ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ ନିଜର ଏକ ମାସର ଦରମା ( ୧ଲକ୍ଷ ଟଙ୍କା ) ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିବା ସହ କରୋନା ମୁକାବିଲା ପାଇଁ ସାଂସଦ ପାଣ୍ଠିରୁ ୧ କୋଟି ଟଙ୍କା ନିଜର ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରଦାନ କରିଛନ୍ତି ।

Comments (0)
Add Comment