ବିଭିନ୍ନ ସଙ୍ଗଠନ ପକ୍ଷରୁ ମୁଖ୍ୟ ମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସହାୟତା ପ୍ରଦାନ।

ଗଞ୍ଜାମ, (LR News, ୧୮.୦୪.୨୦୨୦) – : କରୋନା ପାଇଁ ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ପୋଲସରା ବିଜୁ ଜନତା ଦଳର ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୬୨,୦୦୦ ହଜାର ଟଙ୍କା ଓ ମା ରତନୀ ଅଟୋ ସଂଘ ୨୫,୦୦୦ ହଜାର ଟଙ୍କା ,ଜୟ ଜଗନ୍ନାଥ ଅଟୋ ସଂଘ ୧୫,୦୦୦ ହଜାର ଟଙ୍କା ଆର୍ଥିକ ସହାୟତା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଉପସ୍ଥିତିରେ ପ୍ରଦାନ କରିଛନ୍ତି ।ପୋଲସରା ଗୋଷ୍ଠି ଉନ୍ନୟନ ଅଧିକାରୀ ଶମ୍ଭୁ ନାଥ ନନ୍ଦୀ ସରକାରୀ କର୍ମଚାରୀ ଓ ଜନ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

Comments (0)
Add Comment