ବିଜୁ ଜନତା ଦଳର ସାଂଗଠନିକ ସ୍ତରରେ ଅଦଳ ବଦଳ।

ଗଞ୍ଜାମ (LR NEWSଟୁକୁନା ପ୍ରଧାନ , ୦୧.୦୭.୨୦୨୦)-: ବିଜେଡି ପକ୍ଷରୁ ୮ଜଣଙ୍କୁ ବରିଷ୍ଠ ଉପସଭାପତି ଓ ୯ଜଣଙ୍କୁ ଉପସଭାପତି ଦାୟିତ୍ୱ ଦିଆଯାଇଛି । ସଞ୍ଜୟ ଦାସବର୍ମା ହୋଇଛନ୍ତି ଦଳୀୟ ମୁଖ୍ୟାଳୟର ସାଧାରଣ ସମ୍ପାଦକ । ୮ ବରିଷ୍ଠ ଉପସଭାପତି- ଅନଙ୍ଗ ଉଦୟ ସିଂହଦେଓ, ପ୍ରସନ୍ନ ଆଚାର୍ଯ୍ୟ, ବିମ୍ବାଧର କୁଅଁର, ପ୍ରସନ୍ନ ପାଟ୍ଟସାଣୀ, ପ୍ରଫୁଲ ସାମଲ, ଅନନ୍ତ ଦାସ, ବିଜୟଶ୍ରୀ ରାଉତରାୟ, ଲାଲବିହାରୀ ହିମିରିକା । ୯ ଉପସଭାପତି- ମଙ୍ଗଳା କିଷାନ, ସୌମ୍ୟରଞ୍ଜନ ପଟ୍ଟନାୟକ, ଦେବୀ ମିଶ୍ର, ବିକ୍ରମ ଆରୁଖ, ଉଷା ଦେବୀ, ପ୍ରମିଳା ମଲ୍ଲିକ, ବଦ୍ରି ପାତ୍ର, ପ୍ରଦୀପ ଅମାତ, ପଦ୍ମନାଭ ବେହେରା । ୯ଜଣ ଉପସଭାପତିମାନଙ୍କୁ ବିଭିନ୍ନ କ୍ଷେତ୍ର ପାଇଁ ଦାୟିତ୍ୱ ମଧ୍ୟ ବଣ୍ଟନ କରାଯାଇଛି ।

Comments (0)
Add Comment