ଖୋର୍ଦ୍ଧା (LRNews , ସୁଧାଂଶୁ ଶେଖର ପରିଡା ,20/02/2020 ) -: ଲୋକଙ୍କୁ ଉନ୍ନତ ଓ ଅତ୍ୟାଧୁନିକ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ଆଜି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନବ କିଶୋର ଦାସ ନହରକଣ୍ଟା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରର ନୂତନ କୋଠା ଉଦ୍ଘାଟନ କରି ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ ସହ ସ୍ୱାସ୍ଥ୍ୟ ସେବା ସମ୍ପର୍କରେ ସମୀକ୍ଷା କରିଥିଲେ।