ଗଂଜାମଜିଲ୍ଲାପାଳ ଶ୍ରୀ ବିଜୟ ଅମୃତା କୁଲାଙ୍ଗେ ଓ ଅବକାରୀ ଅଧିକ୍ଷକ ଗଂଜାମ ଶ୍ରୀ ରାଜେନ୍ଦ୍ର କୁମାର ଭୋତ୍ରା ଙ୍କ ନିର୍ଦେଶ କ୍ରମେ ଜିଲ୍ଲା ରେ ଅବକାରୀ ଚଢ଼ାଉ ଜୋରଦାର କରାଯାଇଛି । Read more
ବିଜୁ ମହିଳା ସମିତି ପକ୍ଷରୁ ଏନ୍ ଏ ସି ମହିଳା ବିଜେଡ଼ି ସଭାନେତ୍ରୀ ସୁଜତାରାଣୀ ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ମହିଳା ସମାବେଶ ଓ ଓଡିଶା ର ଜନନାୟକ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ୧୦୪ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । Read more
ଗଞ୍ଜାମ ଜିଲ୍ଲା ଛତ୍ରପୁର ଠାରେ ଚଳିତବର୍ଷ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବ। ଏଥି ନିମନ୍ତେ ଭିତ୍ତିଭୂମି ସମ୍ପର୍କିତ ଏକ ବୈଠକ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। Read more
ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ ଆଜି ବିଧାନସଭାରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। Read more
ବେଲପଡା ନିକଟ ମୂଖ୍ୟ ରାସ୍ତାରେ ଗତ କାଲି ବିଳମ୍ବିତ ରାତିରେ ଏକ ବାଇକ୍ ଦୁର୍ଘଟଣା ଗ୍ରସ୍ତ ହେବା ଯୋଗୁଁ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ। Read more