ଜଟଣୀ ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ।
ଭୁବନେଶ୍ୱର LRNEWS - ତା.୧୭.0୪.୨୦୨୩- ଜଟଣୀ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ମୋଟ ୮୪ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୭୨ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୦୮ଟି ବିଭିନ୍ନ ଗ୍ରାମର!-->…
Read More...
Read More...