Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ଖୋର୍ଦ୍ଧା ରେ ଔଷଧ ଦୋକାନ ବନ୍ଦ ଆନ୍ଦୋଳନ ଖୋର୍ଦ୍ଧା।

ଖୋର୍ଦ୍ଧା LR NEWS :୨୦/୦୫/୨୬:ସର୍ବଭାରତୀୟ କେମିଷ୍ଟ ଓ ଡ୍ରଗିଷ୍ଟ ଆସୋସିଏସନ ଡାକରା କ୍ରମେ ଓ ଉତ୍କଳ କେମିଷ୍ଟ ଓ ଡ୍ରଗିଷ୍ଟ ଆସୋସିଏସନ ଆହ୍ୱାନ ରେ ମେ ୨୦ ତାରିଖ ବୁଧବାର ସାରା ଭାରତରେ ଔଷଧ ଦୋକାନ ବନ୍ଦ ଡାକରାରେ ଖୋର୍ଦ୍ଧା ଜୋନ ତରଫରୁ ମଧ୍ୟ ସମସ୍ତ ଔଷଧ ଦୋକାନ ଗୁଡିକ ବନ୍ଦ କରାଯାଇ
Read More...

ତ୍ୟାଗ ଓ ତୀତିକ୍ଷା ପାଇଁ ପଣ୍ଡିତ ନାରାୟଣ ଓଡ଼ିଆ ଜାତିର ନମସ୍ୟ ୫୮ତମ ଶ୍ରାଦ୍ଧୋତ୍ସବରେ ଶ୍ରଦ୍ଧାଞ୍ଜଳି।

ଖୋରଧା LR NEWS, ୩ା୫: ଭାରତର ସ୍ବାଧୀନତା ସଂଗ୍ରାମ ଓ ଓଡ଼ିଆ ଭାଷା ସାହିତ୍ୟକୁ ରୁଦ୍ଧିମନ୍ତ କରିବା ଲାଗି ମହାନ୍ ସ୍ବାଧୀନତା ସଂଗ୍ରାମୀ, ‘ସ୍ବାଧୀନତା ସଂଗ୍ରାମ ସୈନିକ ସଦନ’ର ପ୍ରତିଷ୍ଠାତା ପଣ୍ଡିତ ନାରାୟଣ ମିଶ୍ରଙ୍କ ତ୍ୟାଗ ଓ ତୀତିକ୍ଷା ଅବିସ୍ମରଣୀୟ। ଏଥିପାଇଁ ପଣ୍ଡିତ ନାରାୟଣ ଓଡ଼ିଆ
Read More...

ଖୋର୍ଦ୍ଧା ଜିଲ୍ଲାରେ ଚଳିତ ବର୍ଷର ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ଫଳାଫଳ ୨୦୨୬।

LR NEWS( ୦୨/୦୫/୨୬) ଖୋର୍ଦ୍ଧା ଜିଲ୍ଲାରେ ଚଳିତ ବର୍ଷର ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ଫଳାଫଳ ଆଜି ପ୍ରକାଶ ପାଇଛି। ସୂଚନାଯୋଗ୍ୟ ଯେ, ଗତ ଫେବୃଆରୀ ୧୯ ତାରିଖରୁ ମାର୍ଚ୍ଚ ୦୨ ତାରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଜିଲ୍ଲା
Read More...

ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ଫଳାଫଳ – ୨୦୨୬

LR NEWS( ୦୨/୦୫/୨୬) ଖୋର୍ଦ୍ଧା ଜିଲ୍ଲାରେ ଚଳିତ ବର୍ଷର ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ଫଳାଫଳ ଆଜି ପ୍ରକାଶ ପାଇଛି। ସୂଚନାଯୋଗ୍ୟ ଯେ, ଗତ ଫେବୃଆରୀ ୧୯ ତାରିଖରୁ ମାର୍ଚ୍ଚ ୦୨ ତାରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଜିଲ୍ଲା
Read More...

ଉତ୍କଳ ସାମ୍ବାଦିକ ସଂଘ ଖୋର୍ଦ୍ଧା ଜିଲ୍ଲା ଶାଖା ପକ୍ଷରୁ ସାମ୍ବାଦିକ ସୁରକ୍ଷା ପାଇଁ ଦାବିପତ୍ର ପ୍ରଦାନ।

ଖୋର୍ଦ୍ଧା, ୨୯/୦୪/୨୬:- ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ, ପେନସନ ପ୍ରଦାନ,ସ୍ୱାସ୍ଥ୍ୟ ବୀମା ଯୋଜନା ରେ ସମ୍ପ୍ରସାରଣ, ବ୍ୟାପକ ଅଧି ସ୍ୱୀକୃତି ପ୍ରଦାନ,ଓଡ଼ିଶାପ୍ରେସ ଏକାଡେମୀ ଗଠନ ଓ ମୃତ୍ୟୁ ଅନୁକମ୍ପା ରାଶି ଦଶ ଲକ୍ଷ ଟଙ୍କା ବୃଦ୍ଧି ଦାବିରେ ଆଜି ଉତ୍କଳ ସାମ୍ବାଦିକ ସଂଘ, ଓଡିଶା ର
Read More...

ଓ ସି ଏ ଆନ୍ତଃ ଜିଲ୍ଲା ମହିଳା କ୍ରିକେଟ ସୁନ୍ଦରଗଡ ଜିଲ୍ଲା ମହିଳା ଦଳ ବିଜୟୀ।

ଖୋର୍ଦ୍ଧା:LR NEWS ୨୮/୦୪/୨୫: ଓଡ଼ିଶା କ୍ରିକେଟ ଆସୋସିଏସନ୍ ଆନୁକୂଲ୍ୟରେ ଚାଲିଥିବା ଆନ୍ତଃ ଜିଲ୍ଲା ସିନିୟର୍ ମହିଳା ଟି -୨୦ କ୍ରିକେଟ ପ୍ରତିଯୋଗିତା ର ଖୋର୍ଦ୍ଧା ଜୋନ୍ ମ୍ୟାଚ୍ ଆଜି ସ୍ଥାନୀୟ ବିଜେବି ହାଇସ୍କୁଲ ମିନି ଷ୍ଟାଡିୟମ ଠାରେ ଆଜିର ମ୍ୟାଚ୍ ରେ ସୁନ୍ଦରଗଡ ଜିଲ୍ଲା ମହିଳା ଦଳ
Read More...

ଓ ସି ଏ ଆନ୍ତଃ ଜିଲ୍ଲା ମହିଳା କ୍ରିକେଟ କିଟ୍ ଏକାଦଶ ମହିଳା ଦଳ ବିଜୟୀ।

ଖୋର୍ଦ୍ଧା:LR NEWS -୨୭/୦୪/୨୫: ଓଡ଼ିଶା କ୍ରିକେଟ ଆସୋସିଏସନ୍ ଆନୁକୂଲ୍ୟରେ ଚାଲିଥିବା ଆନ୍ତଃ ଜିଲ୍ଲା ସିନିୟର୍ ମହିଳା ଟି -୨୦ କ୍ରିକେଟ ପ୍ରତିଯୋଗିତା ର ଖୋର୍ଦ୍ଧା ଜୋନ୍ ମ୍ୟାଚ୍ ଆଜି ସ୍ଥାନୀୟ ବିଜେବି ହାଇସ୍କୁଲ ମିନି ଷ୍ଟାଡିୟମ ଠାରେ ଆଜିର ମ୍ୟାଚ୍ ରେ କିଟ୍ ଏକାଦଶ, ଭୁବନେଶ୍ୱର ମହିଳା
Read More...

ଆରଏସଏସ ର “ବିଶିଷ୍ଟ ନାଗରିକ ସଂଗୋଷ୍ଠୀ।

ଖୋର୍ଦ୍ଧା LR NEWS,୨୭/୪: ରାଷ୍ଟ୍ରୀୟ ସୟଂସେବକ ସଂଘ,(ଆରଏସଏସ) ଶତାବ୍ଦୀ ବର୍ଷ ପାଳନ ଅବସରରେ ଆରଏସଏସ ଖୋର୍ଦ୍ଧା ଜିଲା ପକ୍ଷରୁ ସ୍ଥାନୀୟ ଜୟୀରାଜଗୁରୁ ଭବନ ପରିସରରେ ସଂଘର ଶତାବ୍ଦୀ ବର୍ଷରେ “ବିଶିଷ୍ଟ ନାଗରିକ ସଂଗୋଷ୍ଠୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଜିଲା ସଂଘଚାଳକ ଶିକ୍ଷାବିତ
Read More...

ଖୋର୍ଦ୍ଧା ଜିଲାରେ ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ।

ଖୋର୍ଦ୍ଧା LR NEWS (୧୯/୦୪/୨୬) ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଥିବା ଜିଲାପାଳ କହିଛନ୍ତି। ଖୋର୍ଦ୍ଧା ଜିଲାରେ  ସମସ୍ତ ସ୍କୁଲ ଓ
Read More...

ବାଟୋଇଙ୍କୁ ଟାଣୁଛି ସଦର ଥାନାର ଜଳ ଛତ୍ର।

ଖୋର୍ଦ୍ଧା LR NEWS (୧୮/୦୪/୨୬)-ତାତିର ପ୍ରକୋପ ବଢ଼ିବାରେ ଲାଗିଛି । ଡହ ଡହ ଖରା ସାଙ୍ଗକୁ ଝାଞ୍ଜି ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଉଛି । ଘରୁ ବାହାରିବା ଏକ ପ୍ରକାର କଷ୍ଟ ହୋଇ ପଡ଼ିଛି । ଏଭଳି ସ୍ଥିତିରେ ଥଣ୍ଡା ପାନୀୟର ଆବଶ୍ୟକତା କେବଳ ଖରାରେ ଯାଉଥିବା ବାଟୋଇ ହିଁ ବୁଝିପାରିବ
Read More...