Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ବାଙ୍କୀ ରେ ସାମ୍ବାଦିକ ଓ ତାଙ୍କ ସହୋଯୋଗୀଙ୍କୁ ହତ୍ୟା

ବାଙ୍କୀ (କଟକ)୧୫/୨/୨୦ ଗଙ୍ଗାଧର LRNews: ରାଜନୈତିକ ଶତ୍ରୁତାରୁ ଘଟିଥିବା ଏକ ବୀଭତ୍ସ ହତ୍ୟାକାଣ୍ଡରେ ଦୋହଲି ଯାଇଛି ବାଙ୍କୀ । ଜଣେ ସରପଞ୍ଚଙ୍କ ସ୍ବାମୀ ଓ ତାଙ୍କ ସହଯୋଗୀଙ୍କୁ ଆଜି ରାସ୍ତା ଉପରେ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି ଦୁର୍ବୃତ୍ତମାନେ । ଚ଼ିକିତ୍ସା ଚ଼ାଲୁଥିବା ସୟୟରେ ଉଭୟଙ୍କ
Read More...

ବୁଗୁଡା ଏନଏସି ର ଓଡ଼ିଆ ସାହି ଠାରେ ଶ୍ରୀରାମ ଚରିତ ମାନସ ଅନୁଷ୍ଠିତ ହୋଇଯାଇଛି।

ଗଞ୍ଜାମ, (LR News,ଟୁକୁନା ପ୍ରଧାନ,୧୫.୦୨.୨୦୨୦) -: ବୁଗୁଡା ଏନଏସି ର ଓଡ଼ିଆ ସାହି ଠାରେ ଶ୍ରୀରାମ ଚରିତ ମାନସ ଅନୁଷ୍ଠିତ ହୋଇଯାଇଛି।ଏଥିରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଯୋଗ ଦେଇଛନ୍ତି।ବହୁ ଶ୍ରଦ୍ଧାଳୁ ଭକ୍ତମାନେ ଉପସ୍ଥିତ ଥିଲେ ।
Read More...

ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୧୫.୦୨.୨୦୨୦) - : ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ବି. ନୂଆଗାଁ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକୋତ୍ସବ ବିଦ୍ୟାଳୟ ପରିସରରେ ବହୁ ଆଡ଼ମ୍ବର ସହକାରେ ଆଜି ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟ ପରିଚାଳନା କମିଟି ସଭାପତି
Read More...

କାଳିମେଘି-ଜାଗିଲିପଦର ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ ଅନୁଷ୍ଠିତ  

ଗଞ୍ଜାମ, (LRNews, ଟୁକୁନା ପ୍ରଧାନ, ୧୫.୦୨.୨୦୨୦) :- ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ କାଳିମେଘି ପଞ୍ଚାୟତର କାଳିମେଘି-ଜାଗିଲିପଦର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି l ପ୍ରଧାନ ଶିକ୍ଷକ ଅଭିମନ୍ୟୁ ଜେନାଙ୍କ
Read More...

ଆଜି ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ସତସଙ୍ଗ ବିହାର ର ବାର୍ଷିକ ଉତ୍ସବ ଏବଂ ଶ୍ରୀ ଶ୍ରୀ ଠାକୁର ଅନୁକୂଳ…

ଗଞ୍ଜାମ, (LR News, ଟୁକୁନା ପ୍ରଧାନ , ୧୫.୦୨.୨୦୨୦) - : ଆଜି ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ସତସଙ୍ଗ ବିହାର ର ବାର୍ଷିକ ଉତ୍ସବ ଏବଂ ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କ ୧୩୨ ତମ ଜନ୍ମ ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର
Read More...

ବେଗୁନିଆ ବ୍ଲକ ଅଫିସ ସମ୍ମୁଖରେ ଆବାସ ଯୋଜନାରୁ ବଞ୍ଚିତ ସିକୋ ପଞ୍ଚାୟତ ସମେତ ବିଭିନ୍ନ ପଞ୍ଚାୟତର ଶତାଧିକ ହିତାଧିକାରୀ…

ବେଗୁନିଆ ବ୍ଲକ ଅଫିସ ସମ୍ମୁଖରେ ଆବାସ ଯୋଜନାରୁ ବଞ୍ଚିତ ସିକୋ ପଞ୍ଚାୟତ ସମେତ ବିଭିନ୍ନ ପଞ୍ଚାୟତର ଶତାଧିକ ହିତାଧିକାରୀ ମାନଙ୍କ ବିକ୍ଷୋଭ।
Read More...

ବେଗୁନିଆ ସରସ୍ଵତୀ ଶିଶୁ ମନ୍ଦିରରେ ଆଜି ଆନନ୍ଦ ଉଲ୍ଲାସର ସହ ପିତାମାତା ଦିବସ ପାଳିତ ହୋଇଥିଲା।

ବେଗୁନିଆ:୧୪/୨ବେଗୁନିଆ ସରସ୍ଵତୀ ଶିଶୁ ମନ୍ଦିରରେ ଆଜି ଆନନ୍ଦ ଉଲ୍ଲାସର ସହ ପିତାମାତା ଦିବସ ପାଳିତ ହୋଇଥିଲା। ପ୍ରଧାନ ଆଚାର୍ଯ୍ୟ ବିଜୟ କୁମାର ରଥଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ ରଘୁନାଥ ମହାନ୍ତି ଏବଂ ସମ୍ମାନନୀୟ ଅତିଥି ଭାବେ ସମାଜସେବୀ ନିରୋଜ କାନ୍ତ ପ୍ରଧାନ
Read More...

ଗଞ୍ଜାମ ଜିଲ୍ଲା କୋଦଳା ଏନ୍ ଏ ସି ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପୁଣି ଦେଖାଦେବ ଡାକ୍ତର ସମସ୍ୟା

ଗଞ୍ଜାମ, (LRNews, ଟୁକୁନା ପ୍ରଧାନ ୧୪.୦୨. ୨୦୨୦) - : ଗଞ୍ଜାମ ଜିଲ୍ଲା କୋଦଳା ଏନ୍ ଏ ସି ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପୁଣି ଦେଖାଦେବ ଡାକ୍ତର ସମସ୍ୟା । ଦୈନଦିନ ଏହି ସ୍ୱାସ୍ଥ୍ୟ କେନ୍ଦ୍ର କୁ ସତାଧିକ ରୋଗୀ ଆସନ୍ତି ଚିକିତ୍ସା ନିମନ୍ତେ । ଏହି ସ୍ୱାସ୍ଥ୍ୟ କେନ୍ଦ୍ରରେ ମୋଟ
Read More...

ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ସାଙ୍କୁଡା ସ୍ଥିତ ମା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପିତୃ…

ଗଞ୍ଜାମ, (LRNews, ଟୁକୁନା ପ୍ରଧାନ, ୧୪.୦୨.୨୦୨୦) - : ଆଜି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ସାଙ୍କୁଡା ସ୍ଥିତ ମା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପିତୃ ମାତୃ ପୂଜନ ଦିବସ ମହା ଆଡମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି । ଭାରତୀୟ ସଂସ୍କୃତିର ମାତୃ ପିତୃ ଭକ୍ତିର
Read More...