ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ଇସ୍କନ ମୁଖ୍ୟଙ୍କୁ ଚିଠି ଲେଖିବେ ଦିବ୍ୟସିଂହ ଦେବ
ଗଞ୍ଜାମ , ( ଟୁକୁନା ପ୍ରଧାନ , ୦୬.୦୨.୨୦୨୦) - :ପରମ୍ପରାକୁ ବେଖାତିର କରି ବିଭିନ୍ନ ସ୍ଥାନରେ ଅଦିନରେ ହେଉଛି ରଥଯାତ୍ରା। ଗତ ଗୁରୁବାର ମୁମ୍ବାଇରେ ଇସ୍କନ ପକ୍ଷରୁ ଅସମୟରେ ରଥଯାତ୍ରା କରାଯାଇଥିବାରୁ ଏହାକୁ ନେଇ ପ୍ରତିକ୍ରିୟା ତୀବ୍ର ହେବାରେ ଲାଗିଛି। ଏହା ଶ୍ରୀଜଗନ୍ନାଥ ସଂସ୍କୃତି!-->…
Read More...
Read More...