କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ କୁ ସହାୟତା ରାଶି ପ୍ରଦାନ ।
ଗଞ୍ଜାମ, ((LR News, ୦୪.୦୪.୨୦୨୦) - : କରୋନା ମୁକାବିଲା କରିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଥିପାଇଁ ଅନେକ ବଦାନ୍ୟ ବ୍ୟକ୍ତି ପ୍ରଧାନମନ୍ତ୍ରୀ, ଏବଂ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିକୁ ସ୍ୱଇଛା ରେ ନିଜର ସାମର୍ଥ୍ୟ ମୁତାବକ ଅର୍ଥରାଶି ପ୍ରଦାନ କରୁଛନ୍ତି ।!-->…
Read More...
Read More...