Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

Yearly Archives

2020

ଭାରତ ବର୍ଷର ଐତିହ୍ୟ ଶେଷ ସ୍ୱାଧୀନ ଦୁର୍ଗ ନାମରେ ପରିଚିତ ଖୋର୍ଦ୍ଧାଗଡ଼

ଭାରତ ବର୍ଷର ଐତିହ୍ୟ ଶେଷ ସ୍ୱାଧୀନ ଦୁର୍ଗ ନାମରେ ପରିଚିତ ଖୋର୍ଦ୍ଧାଗଡ଼ ଏହା ଭାରତ ବର୍ଷର ଏକ ଭିନ୍ନ, ଐତିହ୍ୟ କିର୍ତ୍ତୀ ଓ କିମ୍ବଦନ୍ତୀ ଇତିହାସର ସ୍ୱର୍ଣ୍ଣପୃÂାରେ ଲିପିବଦ୍ଧ । ଖୋର୍ଦ୍ଧାଗଡ଼, କଟକଲୀଳାକ୍ଷେତ୍ର ଦୀର୍ଘବର୍ଷ ଧରି ଏହି ପବିତ୍ର ମାଟିରେ ପୂଜା ପାଇ ଆସୁଥିବା ଶ୍ରୀ ଶ୍ରୀ
Read More...

ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ଘୋଡ଼ାପଲାଣ ଗ୍ରାମ ରେ ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କ ୧୩୨ ତମ ଶୁଭ…

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୨୩.୦୨.୨୦୨୦) - : ଆଜି ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ଘୋଡ଼ାପଲାଣ ଗ୍ରାମ ରେ ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କ ୧୩୨ ତମ ଶୁଭ ଜନ୍ମ ଉତ୍ସବ ଏବଂ ଘୋଡ଼ାପଲାଣ ଗ୍ରାମ ର ୧୭ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର
Read More...

ଟ୍ରମ୍ପଙ୍କ ଭାରତ ଆଗମନ ଭାରତ ପାଇଁ ଶୁଭଙ୍କର ନା ରାଜକୋଷର ଅପଚୟ

ଗତ କିଛିଦିନ ତଳେ ପ୍ରଧାନମନ୍ତ୍ରୀ ମୋଦିଙ୍କର ଆମେରିକା ଗସ୍ତ କାଳରେ ଆମେରିକାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଆମେରିକାରେ ଭଵ୍ୟ ଆୟୋଜନ ର ପ୍ରତିଫଳନ ସ୍ୱରୂପ ଆଜି ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ଭାରତ ଗସ୍ତ ନିମନ୍ତେ ଭାରତ ପକ୍ଷରୁ ଭଵ୍ୟ ଆୟୋଜନ କରାଯାଇଛି। ଟ୍ରମ୍ପ
Read More...

ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ସ୍ଵୟଂ ସହାୟକ ମହିଳା ଗୋଷ୍ଠୀ ର ସଦସ୍ୟା ମାନଙ୍କ ଦ୍ଵାରା ମଦ ବିରୋଧୀ…

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୨୩.୦୨.୨୦୨୦) - : ଆଜି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଚନ୍ଦନପୁର ପଞ୍ଚାୟତ ର ମୁଣ୍ଡୁଳା ଗ୍ରାମ ରେ ୯୦ ଗୋଟି ସ୍ଵୟଂ ସହାୟକ ମହିଳା ଗୋଷ୍ଠୀ ର ସଦସ୍ୟା ମାନଙ୍କ ଦ୍ଵାରା ମଦ ବିରୋଧୀ ଅଭିଯାନ ଆରମ୍ଭ ହୋଇଯାଇଛି । ଘଟଣା ରୁ ପ୍ରକାଶ ଯେ
Read More...

ପାଳଗଦାରେ ନିଆଁ ଲାଗି ୩ମୃତ ଜଣେ ଗୁରୁତର ଆହତ ।

ଗଞ୍ଜାମ (LR News, ଟୁକୁନା ପ୍ରଧାନ, ୨୩.୦୨.୨୦୨୦) - : ଆଜି ଗଂଜାମ ଜିଲ୍ଲା ପୋଲସରା ଥାନା ଖଇରଚଟା ଗାଁରେ ଏଭଳି ଏକ ହୃଦୟବିଦାରକ ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ଖଇରଚଟା ଗାଁର ୪ ଜଣ ଶିଶୁ ଜିଅନ୍ତା ଜଳିଯାଇଛନ୍ତି । ନିଆଁରେ ଜଳି ଏହି ଚାରି ଶିଶୁଙ୍କ ଶରୀରର ପ୍ରାୟ ୮୦
Read More...

ସନ୍ ରାଇଜ୍ ସ୍ପୋର୍ଟ ଆସୋସିଏସନ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି।

ଖୋର୍ଦ୍ଧା (LR Newsପ୍ରଦୀପ୍ତ ମହାନ୍ତି)-ସନ୍ ରାଇଜ୍ ସ୍ପୋର୍ଟ ଆସୋସିଏସନ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ,ବେଗୁନିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ ବେଗୁନିଆ ବିଧାୟକ ଶ୍ରୀଯୁକ୍ତ ରାଜେନ୍ଦ୍ର କୁମାର ସାହୁ ମହୋଦୟ ଯୋଗ ଦେଇ ଉଦଘାଟିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବହୁ
Read More...

ବିବେକାନନ୍ଦ ପବ୍ଲିକ ସ୍କୁଲ ର ଦ୍ୱିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୨୨.୦୨.୨୦୨୦) - : ଆଜି ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ଚିରିକିପଡା ଶାସନ ବିବେକାନନ୍ଦ ପବ୍ଲିକ ସ୍କୁଲ ର ଦ୍ୱିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କୃତି ଛାତ୍ର
Read More...

ଗଞ୍ଜାମର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ମାର୍ଚ୍ଚ ୧୦ ତାରିଖଠାରୁ ଆରମ୍ଭ ହେବ।

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୨୨.୦୨.୨୦୨୦) - : ଗଞ୍ଜାମର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ମାର୍ଚ୍ଚ ୧୦ ତାରିଖଠାରୁ ଆରମ୍ଭ ହେବ। ଆଜି ଯାତ୍ରାର ସୁପରିଚାଳନା ଲାଗି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ମା’ଙ୍କ ପୀଠକୁ ଯାଇ ବିଭିନ୍ନ ବିଭାଗୀୟ
Read More...

ବସନ୍ତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ।

ଖୋର୍ଦ୍ଧା (LR News ତା ୨୨/୨/୨୦) ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ହଳଦିଆ ନିକଟସ୍ଥ ବସନ୍ତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ବୈଦ୍ୟନାଥ ସାହୁ ମହୋଦୟ ,
Read More...

ଦିବ୍ୟ ଜନନୀ ଶ୍ରୀମା ଓ ଶ୍ରୀ ଅରବିନ୍ଦଙ୍କ ଦେହାଂଶ ପ୍ରତିଷ୍ଠାର ଦ୍ଵିତୀୟ ବାର୍ଷିକୋତ୍ସବ l

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୨୨.୦୨.୨୦୨୦) - : ଆଜି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ୍ ଅନ୍ତର୍ଗତ ଚନ୍ଦନପୁର ପଞ୍ଚାୟତର ମୁଣ୍ଡଳl ଠାରେ ଦିବ୍ୟ ଜନନୀ ଶ୍ରୀମା ଓ ପ୍ରଭୁ ଶ୍ରୀ ଅରବିନ୍ଦଙ୍କ ପବିତ୍ର ଦେହାଂଶ ପ୍ରତିଷ୍ଠାର ଦ୍ଵିତୀୟ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି
Read More...