Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

Monthly Archives

September 2026

ଶ୍ରୀଜଗନ୍ନାଥଙ୍କ ୩୨ ବେଶ ମହୋତ୍ସବ ଉଦଘାଟିତ

ଖୋର୍ଦ୍ଧା,୧।୯(LR NEWS):ଓଡିଶା ସର୍ଭିସ୍ ସେଣ୍ଟର୍ ଫର୍ ଦି ଦିବ୍ୟାଙ୍ଗ ପିପୁଲ୍ସ, ପୁରୀ ଆନୁକୂଲ୍ଯ ରେ ବିଶ୍ବହିନ୍ଦୁ ପରିଷଦ, ଖୋର୍ଦ୍ଧା ସହଯୋଗ ରେ ଶ୍ରୀ ଜଗନ୍ନାଥଙ୍କ ୩୨ ବେଶ ମହୋତ୍ସବ ଶ୍ରୀ ଜଗନ୍ନାଥ ଭଜନ ସମାରୋହ ସହ ମହାପ୍ରଭୁଙ୍କ କଥାମୃତ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। …
Read More...