Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

୧୫ ଦିନ ଧରି ମିଲିଟାରି ଶିବିରରେ ରହିବା ପରେ ବ୍ରହ୍ମପୁରର ଯୁବ ଇଞ୍ଜିନିୟର ଶିବାଶିଷ ଘରକୁ ଫେରିଛନ୍ତି।

ଗଞ୍ଜାମ, (LR News, , ୧୪.୦୩.୨୦୨୦) – : ସମ୍ପ୍ରତି ବିଶ୍ୱରେ ଭୟଙ୍କର କରୋନା ଭାଇରସ୍‌ ଆତଙ୍କ ଜାରି ରହିଥିବା ବେଳେ ଜାପାନ ଜଳଜାହାଜରେ ଫସି ରହିଥିବା ଶିବାଶିଷ ନାୟକ ଫେବୃୟାରୀ ୨୭ରେ ଭାରତ ଫେରିଥିଲେ । ୧୫ ଦିନ ଧରି ମିଲିଟାରି ଶିବିରରେ ରହିବା ପରେ ବ୍ରହ୍ମପୁରର ଯୁବ ଇଞ୍ଜିନିୟର ଶିବାଶିଷ ତା ୧୩/୩/୨୦ ରିଖ ବିଳମ୍ବିତ ରାତିରେ ଫେରିଛନ୍ତି । ସେ ଫେରିବା ପରେ ପରିବାର ଲୋକଙ୍କ ଆନନ୍ଦ କହିଲେ ନ ସରେ। ଶିବାଶିଷଙ୍କୁ ସାକ୍ଷାତ୍‌ ବେଳେ ସେ କହିଛନ୍ତି ଯେ ମୁଁ ପୁନର୍ଜନ୍ମ ପାଇଛି। ଭଗବାନଙ୍କ କୃପା, ମା’ବାପାଙ୍କ ଆଶୀର୍ବାଦ ଓ ଖବରଦାତାଙ୍କ ଲଗାତାର ସହଯୋଗ ଯୋଗୁ ମୁଁ ଘରକୁ ଫେରି ଆସିଛି ବୋଲି ସାକ୍ଷାତ୍‌ ବେଳେ ସିବାଶିଷ କହିଛନ୍ତି।

Leave A Reply

Your email address will not be published.

16 − two =