Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ଆଜି ନୟାଗଡ ବନଖଣ୍ଡ କାର୍ଯ୍ୟାଳୟରେ ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ଧନରାଜ୍ ଧମେନ୍ଦ୍ରେ ଙ୍କ ଅଧ୍ୟକ୍ଷତାରେ କରୋନା ଭାଇରସର ମୁକାବିଲା ନିମନ୍ତେ ଏକ ଜରୁରି କାଳିନ ବୈଠକ ଅନୁଷ୍ଠିତ ହୋଇଯାଇଛି।

ନୟାଗଡ, (LR News, , ୨୧.୦୩.୨୦୨୦) – : ଆଜି ନୟାଗଡ ବନଖଣ୍ଡ କାର୍ଯ୍ୟାଳୟରେ ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ଧନରାଜ୍ ଧମେନ୍ଦ୍ରେ ଙ୍କ ଅଧ୍ୟକ୍ଷତାରେ କରୋନା ଭାଇରସର ମୁକାବିଲା ନିମନ୍ତେ ଏକ ଜରୁରି କାଳିନ ବୈଠକ ଅନୁଷ୍ଠିତ ହୋଇଯାଇଛି । ସମଗ୍ର ବିଶ୍ୱରେ କରୋନା ଭାଇରସ ନିଜର କାୟା ବିସ୍ତାର କରିଥିବା ବେଳେ ଏଥିରେ ବହୁଲୋକଙ୍କ ମୃତ୍ୟୁ ହେବା ସହ ବର୍ତ୍ତମାନ ମଧ୍ୟ ଅନେକ ଲୋକ କରୋନା ରୋଗର ଶିକାର ହେଉଛନ୍ତି । ତେଣୁ କରୋନା ଭଳି ମହାମାରି ଭାଇରସକୁ କିଭଳି ଜନ ସମାଜଠାରୁ ଦୁରେଇ ରଖାଯିବ ସେଥିପ୍ରତି ସ୍ୱଚ୍ଛତାକୁ ଆଖିଆଗରେ ରଖି ନୟାଗଡ ଜିଲ୍ଲାର ସବୁ ବାନାଚଳ କାର୍ଯ୍ୟାଳୟ ରେ ସ୍ୱଚ୍ଛତା ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.

five × two =