Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ନିରୀହ ଓ ଅସହାୟ ଙ୍କୁ ଦିଆଗଲା ରନ୍ଧା ଖାଦ୍ୟ।

ଗଞ୍ଜାମ, (IYA News, ୩୧.୦୩.୨୦୨୦) – : କରୋନା ଭୁତାଣୁ ଜନୀତ କଟକଣାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାରଙ୍କ ପକ୍ଷରୁ ସମସ୍ତ ପଂଚାୟତ ରେ ଏକ ସହ ରୁ ଦୁଇ ଶହ ପର୍ଯ୍ୟନ୍ତ ଅସହାୟ , ନିରୀହ ଓ ଅକର୍ମଣ୍ୟ ବ୍ୟକ୍ତି ଙ୍କୁ ରନ୍ଧା ଖାଦ୍ୟ ଯୋଗାଣ ପାଇଁ ସରକାର ଘୋଷଣା କରିଥିଲେ । ବେଗୁନିଆପଡା ବ୍ଲକର ପ୍ରତି ପଂଚାୟତ ରେ  ଏହି ରନ୍ଧା ଖାଦ୍ୟ ଯୋଗାଣ ଆଜି ଆରମ୍ଭ ହୋଇଯାଇଛି। ଏଥିରେ ସ୍ୱୟଂ ସହାୟକ ଗୋଷ୍ଠୀ ମାନେ ରୋଷେଇ କରି ଘରକୁ ଘର ନେଇ ପହଞ୍ଚାଇ ଥିଲେ।ଏଥିରେ ସରପଞ୍ଚ, ସମିତିସଭ୍ଯ, ଓ ପଂଚାୟତ କାର୍ଯ୍ୟନିର୍ବ।ହୀ ଅଧିକାରୀ ଓ କର୍ମଚାରୀ, ସ୍ବେଛାସେବୀ, ବିଜୁ ଯୁବ ବାହିନୀ ର ସଦସ୍ୟମାନେ ସହଯୋଗ କରିଥିଲେ ।

Leave A Reply

Your email address will not be published.

five + 6 =