Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ପୂର୍ବତନ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁରେଶ ଚନ୍ଦ୍ର ଘୋଷ ଘର ବାଲକୋନୀରେ ନିଜ ପତ୍ନୀ ଙ୍କ ସହିତ ଦୀପ ଜାଳିଲେ ।

କେନ୍ଦ୍ରାପଡ଼ା, (LR News, ୦୫.୦୪.୨୦୨୦) – : କରୋନା ବିରୋଧୀ ଲଢେଇ ପାଇଁ ଏକତାର ବାର୍ତ୍ତା ଦେଇଛି ସାରାଦେଶ ।ଏହି ପରିପ୍ରେକ୍ଷୀରେ କେନ୍ଦ୍ରାପଡ଼ା ବାସି ପୂର୍ବତନ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁରେଶ ଚନ୍ଦ୍ର ଘୋଷ ଘର ବାଲକୋନୀରେ ନିଜ ପତ୍ନୀ ଙ୍କ ସହିତ ଦୀପ ଜାଳିଛନ୍ତି ।

ଏଥିସହ କରୋନା ବିରୋଧରେ ଲଢୁଥିବା ଯୋଦ୍ଧାଙ୍କ ପାଇଁ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି । ଏବଂ ସମସ୍ତେ ସରକାରଙ୍କ ନିୟମ ପାଳନ କରିବା ପାଇଁ ଅନୁରୋଧ କରିଛନ୍ତି |ଘରେ ରୁହନ୍ତୁ ସୁସ୍ଥ ରୁହନ୍ତୁ ବୋଲି କହିଛନ୍ତି ।

Leave A Reply

Your email address will not be published.

two × three =