ଗଞ୍ଜାମ, (LR News, ଟୁକୁନା ପ୍ରଧାନ , ୧୩.୦୪.୨୦୨୦) – : ଆଜି ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ୩୭ ଗୋଟି ମହିଳା ସ୍ଵୟଂ ସହାୟକ ଗ୍ରୁପ କରୋନା ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିକୁ ୪୦,୦୦୦ ଟଙ୍କା ଆର୍ଥିକ ସହାୟତା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଙ୍କ ମାଧ୍ୟମରେ ପ୍ରଦାନ କରିଛନ୍ତି।ପୋଲସରା ବି ଡି ଓ, ସରକାରୀ କର୍ମଚାରୀ ଓ ସରପଞ୍ଚ ଉପସ୍ଥିତ ଥିଲେ ।