Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ବିଭିନ୍ନ ସଙ୍ଗଠନ ପକ୍ଷରୁ ମୁଖ୍ୟ ମନ୍ତ୍ରୀ ଓ ପ୍ରଧାନ ମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ।

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୧୩.୦୪.୨୦୨୦) – : ଆଜି ଗଞ୍ଜାମ ଜିଲ୍ଲା ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ରାଜଶ୍ରୀ ବଳାସି ସମାଜ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ୫୦,୦୦୦ ଟଙ୍କା ଓ ପ୍ରଧାନମନ୍ତ୍ରୀ ଙ୍କ ରିଲିଫ୍ ପାଣ୍ଠିକୁ ୧୦,୦୦୦ ଟଙ୍କା ଏବଂ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ତରଫରୁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିକୁ ୧୦,୦୦୦ ଟଙ୍କା ଆର୍ଥିକ ସହାୟତା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ମାଧ୍ୟମରେ ପ୍ରଦାନ କରିଛନ୍ତି। ଉପସ୍ଥିତ ଅନ୍ୟ ମାନଙ୍କ ପୋଲସରା ବି ଡି ଓ ଶମ୍ଭୁ ନାଥ ନନ୍ଦୀ ଏବଂ ସରକାରୀ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

three × one =