Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ।

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୧୪.୦୪.୨୦୨୦) – : କବିସୂର୍ଯ୍ୟନଗର ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ ଆଜି ବେଗୁନିଆପଡା ବ୍ଲକ ଗସ୍ତ ସମୟରେ ବେଗୁନିଆପଡାର ପାଣିଗ୍ରାହୀ ଆଳୁ ଭଣ୍ଡାର ମାଲିକ ହୃଷିକେଶ ପାଣିଗ୍ରାହୀ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପନ୍ଦର ହଜାର ଟଙ୍କାର ଏକ ଚେକ ବିଧାୟିକାଙ୍କୁ ପ୍ରଦାନ କରିଥିଲେ ।ଉକ୍ତ ସହାୟତା ପାଇଁ ବିଧାୟିକା ଧନ୍ୟବାଦ ଦେଇଥିବା ବେଳେ ଉକ୍ତ ଚେକ  ଡ଼ିପୋଜିଟ କରିବା ପାଇଁ ବିଡ଼ିଓଙ୍କୁ କହିଥିଲେ। ଏହିସମୟରେ ବିଡ଼ିଓ ବେଦବର ପ୍ରଧାନ, ବ୍ଲକ ବି ଜେ ଡି ସଭାପତି ବିଜୟ କୁମାର ଦୋରା, ସହକାରୀ ଯନ୍ତ୍ରୀ ପ୍ରଦୀପ କୁମାର ପରିଡ଼ା, ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

16 + seven =