Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

କରୋନା ସହାୟତା ତଦାରଖ କରୁଛନ୍ତି ପୋଲସରା ବିଧାୟକ।

ଗଞ୍ଜାମ, (LR News, ଟୁକୁନା ପ୍ରଧାନ,୨୮. ୦୪.୨୦୨୦) – : ଆଜି ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ମଥୁରା, ଉସ୍ତାପଡା,ବନ୍ଥପଲ୍ଲି ଓ ମୁକ୍ତାମାଳଦେଇପୁର ଶାସନ ଗ୍ରାମକୁ ଯାଇ ସରକାରଙ୍କ ତରଫରୁ ଦିଆଯାଉଥିବା କରୋନା ସହାୟତା ଠିକ ଭାବେ ମିଳୁଛି କି ନାହିଁ ତାହାର ତଦାରଖ କରୁଛନ୍ତି ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଏଥିସହ ମୁକ୍ତାମାଳଦେଇପୁର ଶାସନ ଗ୍ରାମର ରବିନ୍ଦ୍ର କୁମାର ମହାପାତ୍ର ନାମକ କେନ୍ସର ପିଡ଼ିତାଙ୍କୁ ଭେଟି ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି ।

Leave A Reply

Your email address will not be published.

5 × 3 =