Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ମୁଖ୍ୟ ଅଭିଯୁକ୍ତ ସୁନୀଲ ବିଷୋୟୀ ସମେତ ୫ଗିରଫ

ଗଞ୍ଜାମ , (LR News, ଟୁକୁନା ପ୍ରଧାନ, ୦୬.୦୨.୨୦୨୦) – : ବ୍ରହ୍ମପୁରରେ ଲୁଗା ଦୋକାନ କର୍ମଚାରୀଙ୍କ ଠାରୁ ୫୦ ଲକ୍ଷ ଟଙ୍କା ଲୁଟ୍‌ ମାମଲା, ମୁଖ୍ୟ ଅଭିଯୁକ୍ତ ସୁନୀଲ ବିଷୋୟୀ ସମେତ ୫ ଗିରଫ, ୨ ଫେରାର, ୩୬ ଲକ୍ଷ ୭୭ ହଜାର ଟଙ୍କା ଜବତ । ଘଟଣା ର ଅଧିକ ତଦନ୍ତ ଚାଲିଥିବା ନେଇ ବ୍ରହ୍ମପୁର ଏସ୍ ପି ପିନାକ ମିଶ୍ର ଙ୍କ ସୂଚନା ।

Leave A Reply

Your email address will not be published.

19 − eight =