ବାଲୁଗାଁ (LR NEWS ) ଚିଲିକା କୁ ଛୁଇଁଲା କରୋନା । ରବିବାର ଚିହ୍ନଟ 91 ଜଣଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ତିନି ଜଣ ଆକ୍ରାନ୍ତ ରହିଥିବା ବେଳେ ତନ୍ମଧ୍ୟରୁ ଦୁଇ ଜଣ ଚିଲିକା ବ୍ଲକର ରହିଛନ୍ତି । ଦୁଇ ଆକ୍ରାନ୍ତ ହାଟବରଡି ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗାଇନଡା ଏବଂ ସିଙ୍ଗେଶ୍ବର ପଞ୍ଚାୟତ ଅନ୍ତର୍ଗତ ଘିଅଖୋଲା ଗ୍ରାମର ବୋଲି ଜଣାପଡିଛି । ଉଭୟ ଆକ୍ରାନ୍ତ ସୁରଟ ଫେରନ୍ତା ଏବଂ ସେମାନେ କ୍ବାରେଣ୍ଟାଇନ୍ରେ ରହିଥିଲେ ବୋଲି ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।
Trending Now
- ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
- ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
- ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।