ଗଞ୍ଜାମ, ( LR NEWS ଟୁକୁନା ପ୍ରଧାନ, ୦୭.୦୬.୨୦୨୦) – :ଜାମ୍ମୁ କାଶ୍ମୀରରେ ଅଟକି ରହିଥିବା ଗଞ୍ଜାମ ଜିଲ୍ଲାର ୨୮୦ଜଣ ଶ୍ରମିକଙ୍କୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ସ୍ଵତନ୍ତ୍ର ବିମାନ ଯୋଗେ ଓଡ଼ିଶାକୁ ଫେରାଇ ଆଣିଛନ୍ତି।କବିସୂର୍ଯ୍ଯନଗର ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚି ସମସ୍ତ ଶ୍ରମିକ ମାନଙ୍କୁ ସ୍ୱତନ୍ତ୍ର ବସ୍ ଯୋଗେ ଗଞ୍ଜାମ ଜିଲ୍ଲା କୁ ପଠାଇଛନ୍ତି ।
Trending Now
- ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
- ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
- ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।