Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ଆଜି ସକାଳେ ସମୁଦ୍ର ଭିତରକୁ ମାଛ ଧରିବାକୁ ଯାଇଥିବା ମତ୍ସ୍ୟଜୀବୀମାନେ କୂଳକୁ ଫେରିବା ପରେ ସେମାନଙ୍କ ଜାଲରେ ଏହି ବିଶାଳକାୟ ଜୀବିତ ସାର୍କଟିକୁ ଦେଖିବାକୁ ପାଇଥିଲେ।

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୧୯.୦୨.୨୦୨୦) – : ଆଜି ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ ମତ୍ସ୍ୟଜୀବୀଙ୍କ ଜାଲରେ ଏକ ସାର୍କ ମାଛ ପଡ଼ିଥିବାବେଳେ ଏହାକୁ ଦେଖିବାକୁ ପ୍ରବଳ ଭିଡ଼ ହୋଇଥିଲା ମାଛଟିକୁ ଜୀବିତ ଅବସ୍ଥାରେ କୂଳକୁ ଅଣାଯାଇଥିବାବେଳେ ତାକୁ ପୁଣି ମତ୍ସ୍ୟଜିବୀମାନେ ସମୁଦ୍ର ଭିତରକୁ ଛାଡ଼ିଦେଇଥିଲେ । ଆଜି ସକାଳେ ସମୁଦ୍ର ଭିତରକୁ ମାଛ ଧରିବାକୁ ଯାଇଥିବା ମତ୍ସ୍ୟଜୀବୀମାନେ କୂଳକୁ ଫେରିବା ପରେ ସେମାନଙ୍କ ଜାଲରେ ଏହି ବିଶାଳକାୟ ଜୀବିତ ସାର୍କଟିକୁ ଦେଖିବାକୁ ପାଇଥିଲେ।

Leave A Reply

Your email address will not be published.

5 × five =