ଖୋର୍ଦ୍ଧା (LR News ଅମୁଲ୍ୟ ମହାନ୍ତି) ଖୋର୍ଦ୍ଧା ଗୁରୁଜଙ୍ଗ ଗ୍ରାମରେ ମା କାଳୀ ମନ୍ଦିରରେ ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଏହି ଯଜ୍ଞ ୪ଦିନ ଧରି ଚାଲିଥିଲା। ପ୍ରଥମେ ଗ୍ରାମ ପୋଖରୀ ରୁ ୧୦୮କଳସ ରେ ଜଳ ଆଣି ଘଟ ସ୍ଥାପନ କରାଯାଇଥିଲା।ଏଠାରେ ୪ଦିନ ଧରି ନାମ ସଙ୍କୀର୍ତ୍ତନ ହେବା ସହିତ ସାଧୁ ସନ୍ଥ ମନକର୍ ମନ୍ତ୍ର ଉଚ୍ଚାରଣ ରେ ଭକ୍ତମାନଙ୍କ ମଧ୍ୟରେ ଆନନ୍ଦ ଉଲ୍ଲାସ ଗାଁ ଫାଟି ପଡୁଥିଲା। ତା ୨୫/୨/୨୦ରିଖ ରେ ଜଞ୍ଜ ପୂର୍ଣ୍ଣାହୂତି ହୋଇଥିଲା।ଉକ୍ତଦୀନ ବିଶିଷ୍ଟ କଳାକାର ଶ୍ରୀଯୁକ୍ତ ଗୋପାଳ ବେହେରା ଓ ତାଙ୍କ ସାଥୀ ମାନଙ୍କୁ ନେଇ ଘୋଡ଼ା ନାଚ ପରିବେଷଣ କରିଛନ୍ତି।
Trending Now
- ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
- ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
- ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।