ଖୋର୍ଦ୍ଧା ( LR NEWS ୧/୩/୨୦):- ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଜଟଣୀ ଠାରେ ନୂତନ ଆଦର୍ଶ ବିଦ୍ୟାଳୟର ନିର୍ମାଣ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଯାଇଛି ଜଟଣୀ ବିଧାୟକ ମାନ୍ୟବର ଶ୍ରୀଯୁକ୍ତ ସୁରେଶ କୁମାର ରାଉତରାୟ ଙ୍କ ଦ୍ଵାରା ଶୁଭ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଶିଷ୍ଟ ସମାଜ ସେବୀ ଶ୍ରୀଯୁକ୍ତ ପ୍ରମୋଦ ହରିଚନ୍ଦନ ସମେତ ବହୁ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।
Trending Now
- ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
- ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
- ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।