Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ଖୋର୍ଦ୍ଧା ବ୍ଲକ ବିଜେଡି ସଭାପତି ଭାବରେ ରୁଦ୍ରଭାନୁ ନରେନ୍ଦ୍ର ସିଂ ନିର୍ବାଚିତ ।

ଖୋର୍ଦ୍ଧା (LR NEWS ଦିଲ୍ଲୀପ କୁମାର ପ୍ରଧାନ)ଖୋର୍ଦ୍ଧା ବ୍ଲକ ବିଜେଡି ସଭାପତି ଭାବରେ ରୁଦ୍ରଭାନୁ ନରେନ୍ଦ୍ର ସିଂ (ଚଟିଆ )ନିର୍ବାଚିତ ହୋଇଥିବାରୁ ,
ରାଜ୍ୟ ବିଜେଡି ସଭାପତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟନାୟକ ଏବଂ ଜଟଣୀ ର ପୂର୍ବତନ ବିଧାୟକ ତଥା ଖୋର୍ଦ୍ଧା ଜିଲ୍ଲା ବିଜେଡି ସଭାପତି ଶ୍ରୀଯୁକ୍ତ ବିଭୁତି ଭୂଷଣ ବଳବନ୍ତରାୟ ଓ ଜିଲ୍ଲା ପରିଷଦ ଅଧକ୍ଷ ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର ଦଳାଇ ସଭାପତି ଭାବେ ସାଙ୍ଗଗଠନିକ ଦାୟିତ୍ୱ ଦେଇଥିବାରୁ
ଜିଲ୍ଲା ବିଜେଡି ନିର୍ବାଚନ ଅଧିକାରୀ ଶ୍ରୀ ରଶ୍ମିରଞ୍ଜନ ବ୍ରମହା ଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

            

Leave A Reply

Your email address will not be published.

20 + 5 =