ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଗଞ୍ଜାମ, (LR News, ୦୩.୦୩.୨୦୨୦) – : ଆଜି ଗଞ୍ଜାମ ଜିଲ୍ଲା ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିବା ବେଳେ DSWO ଛତ୍ରପୁର, ପୋଲସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶମ୍ଭୁ ନାଥ ନନ୍ଦୀ ,ତହସିଲଦାର ,ଏ ଇ ଇ , ବ୍ଲକ ଅଧ୍ୟକ୍ଷ ବଲରାମ ସେଠି, ଉପାଧକ୍ଷା ସଂଯୁକ୍ତା ବ।ଡତ୍ୟା ,ସରପଞ୍ଚ ସମିତିସଭ୍ୟ,ଭିନ୍ନକ୍ଷମ ମାନେ ଉପସ୍ଥିତ ଥିଲେ ।
ରିପୋର୍ଟ- ଟୁକୁନା ପ୍ରଧାନ