Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ଆଜି ଛତ୍ରପୁର ସ୍ଥିତ ଋଷିକୂଲ୍ୟା ସମ୍ମିଳନୀ ଗୃହରେ ଆୟୋଜିତ ଗଞ୍ଜାମ ଜିଲ୍ଲାସ୍ତରୀୟ ପଞ୍ଚାୟତିରାଜ ଦିବସ ସଭା ଅନୁଷ୍ଠିତ ହୋଇଯଇଅଛି।

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୦୫.୦୩.୨୦୨୦) – : ଆଜି ଗଞ୍ଜାମ ଜିଲ୍ଲା ଚାଷୀଙ୍କ ପାଇଁ “ମୋ ଗୋ ଧନ” ଯୋଜନାରେ ଗୁହାଳ ଘର ନିର୍ମାଣ ହେବ। ଏହି ଯୋଜନାରେ ଗୋମୂତ୍ର ଷ୍ଟୋରେଜ୍‌ ୟୁନିଟ୍‌, ବାୟୋ ଗ୍ୟାସ ଉତ୍ପାଦନ ୟୁନିଟ୍‌ ପାଇଁ ଅନୁଦାନ ଦିଆଯିବ। ଗୋମୂତ୍ରକୁ ଅର୍ଗାନିକ ଫାର୍ମିଙ୍ଗ ପାଇଁ ଫସଲରେ ସ୍ପ୍ରେ କରାଯିବ। ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲ୍ଲାର ୪୦ଚାଷୀଙ୍କୁ ଏଥିରେ ସାମିଲ କରାଯିବ ବୋଲି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ସୂଚନା ଦେଇଛନ୍ତି। ଆଜି ଛତ୍ରପୁର ସ୍ଥିତ ଋଷିକୂଲ୍ୟା ସମ୍ମିଳନୀ ଗୃହରେ ଆୟୋଜିତ ଗଞ୍ଜାମ ଜିଲ୍ଲାସ୍ତରୀୟ ପଞ୍ଚାୟତିରାଜ ଦିବସ ସମାରୋହରେ ଏସମ୍ପର୍କରେ ଉପସ୍ଥିତ ପଞ୍ଚାୟତିରାଜ ପ୍ରତିନିଧି, ମହିଳା ସଂଘ ଓ ଅନ୍ୟମାନଙ୍କୁ ଅବଗତ କରଯାଇଥିଲା । ଡିଆରଡିଏ ପିଡି ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସମେତ ଅନ୍ୟ ମାନେ ଉପସ୍ଥିତ ଥିଲେ ।    

Leave A Reply

Your email address will not be published.

2 − 2 =