Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ଆଜି ଗଞ୍ଜାମ ଜିଲ୍ଲା ପୋଲସରା ଠାରେ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୦୪ ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି।

ଗଞ୍ଜାମ, (LR News, ୦୭.୦୩.୨୦୨୦) – : ଆଜି ଗଞ୍ଜାମ ଜିଲ୍ଲା ପୋଲସରା ଠାରେ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୦୪ ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ ଆସ୍କା ସାଂସଦ ଶ୍ରୀମତୀ ପ୍ରମିଳା ବିଷୋୟି ଯୋଗ ଦେଇଛନ୍ତି ଏବଂ ସମ୍ମାନିତ ଅତିଥି ଭାବେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଓ ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସୋନମ୍ ପଲେଇ ଯୋଗ ଦେଇଛନ୍ତି । ଉପସ୍ଥିତ ଅନ୍ୟ ମାନଙ୍କ ମଧ୍ୟରେ ବହୁ ଜନ ପ୍ରତିନିଧି ଓ ପୋଲସରା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳର ୩୦୦୦ ରୁ ଉର୍ଦ୍ଧ ଜନସାଧାରଣ ଉପସ୍ଥିତ ଥିଲେ ଏବଂ ଅତିଥି ମାନେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତୀ ରେ ପୁଷ୍ପ ମାଲ୍ୟ ପ୍ରଦାନ ସହ ତାଙ୍କ ବିଷୟରେ ମତବ୍ୟକ୍ତ କରିଥିଲେ ।

Leave A Reply

Your email address will not be published.

14 − 5 =