ଗଞ୍ଜାମ, (LR News, , ୧୩.୦୩.୨୦୨୦) – : ଆଜି ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ ଗାଙ୍ଗପୁର ଠାରେ ଉପଜିଲ୍ଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ ଙ୍କ ଗାଡ଼ି ଏବଂ ଗୁରୁତର ଆହାତ ଅର୍ଗସ ନ୍ୟୁଜ ପ୍ରତିନିଧି ଗଣେଷ ଡାକୁଆଙ୍କ ମୋଟର ସାଇକେଲ ଧକ୍କା ହେବା ଫଳରେ ସାମ୍ବାଦିକ ଗଣେଶ ଗୁରୁତର ଭାବେ ଆହତ ହୋଇ ପ୍ରଥମେ ଗାଙ୍ଗପୁର ସ୍ୱାସ୍ଥ୍ୟକେନ୍ଦ୍ର ପରେ ବ୍ରହ୍ମପୁର ବଡ଼ ମେଡିକାଲ୍ ଏବଂ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ବର ସ୍ଥିତ ଏକ ଘରୋଇ ସ୍ୱାସ୍ଥ୍ୟକେନ୍ଦ୍ର ରେ ଚିକିତ୍ସିତ ହେଉଛନ୍ତି । ତାଙ୍କୁ ସରକାରୀ ସହାୟତା ଯୋଗାଇଦେବା ପାଇଁ ସାଧାରଣ ରେ ଦାବୀ ପ୍ରକାଶ ପାଇଛି ।
Trending Now
- ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
- ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
- ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।