Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ଖୋର୍ଦ୍ଧା ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟରେ କରୋନା ସମ୍ପର୍କିତ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି।

ଖୋର୍ଦ୍ଧା (LR NEWS ତା-୧୪/୩/୨୦) କରୋନା ସମ୍ପର୍କିତ ଗୁରୁତ୍ବ ପୂର୍ଣ୍ଣ ବୈଠକ ପରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅଜେୟ ପ୍ରତାପ ସ୍ବାଇଁ ପ୍ରଥମେ ହାତ ଧୋଇ ଖୋର୍ଦ୍ଧା ବାସୀଙ୍କୁ ସଚେତନତା ବାର୍ତ୍ତା ଦେଇଛନ୍ତି।

ବୈଠକ ରେ ବିବୃତି ଦେଇ କରାେନା ସଂକ୍ରମଣକୁ ସଚେତନ ଓ ସତର୍କ ରହିଲେ ହିଁ ଆମେ କରୋନା ସଂକ୍ରମଣକୁ ପ୍ରତିରୋଧ କରିପାରିବା।ଏହି ସଚେତନ ଧର୍ମୀ ମାଧ୍ୟମରେ ନିଜେ ସଚେତନ ହେବା ସହ ନିଜ ପରିବାର,ବନ୍ଧୁ ତଥା ଅନ୍ୟମାନଙ୍କୁ ମଧ୍ୟ ସଚେତନ କରାନ୍ତୁ।ସେପଟେ କରୋନା କୁ ଆଖି ଆଗରେ ରଖି ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସଚେତନତା ମାଧ୍ୟମରେ କହିଥିଲେ ଯେ ବାରମ୍ବାର ଭଲ ଭାବେ ହାତ ଧୋଇବାକୁ ଟିପ୍ସ ଦେଇଛନ୍ତି।

Leave A Reply

Your email address will not be published.

three + 7 =