ଅଗ୍ନିବିପନ୍ନଙ୍କୁ ସହାୟତାର ହାତ ବଢାଇଲା ଭୀମପୁର କ୍ରୀଡା ସଂଘ ।
ଗଞ୍ଜାମ , ( LR NEWS ଟୁକୁନା ପ୍ରଧାନ , ୧୫.୦୬.୨୦୨୦) - : ଗାଲୁଆ ପଞ୍ଚାୟତ ଅନ୍ତର୍ଗତ ଭୀମପୁରର ଅଗ୍ନି ବିପନ୍ନଙ୍କୁ ସହାୟତାର ହାତ ବଢାଇଛି ଭୀମପୁର କ୍ରୀଡା ସଂଘ(ବିଏସ୍ଏ)। ଅଗ୍ନି ବିପନ୍ନ ପରିବାରକୁ ଭୀମପୁର କ୍ରୀଡା ସଂଘ ପକ୍ଷରୁ ସହାୟତାର ହାତ ବଢାଯାଇଥିବା ବେଳେ କିଛି ଅତ୍ୟାବଶ୍ୟକ!-->…
Read More...
Read More...