ଆସନ୍ତୁ ଜାଣିବା କୋରୋନା ସଚେତନତା ପାଇଁ ନୟାଗଡ଼ ସହକାରୀ ବନ ସଂରକ୍ଷକ ଶ୍ରୀଯୁକ୍ତ ଦିଲ୍ଲୀପ କୁମାର ରାଉତ କଣ କହୁଛନ୍ତି?
ନୟାଗଡ଼ (LR NEWS ୧୯/୩/୨୦) କରୋନା ସଚେତନତା :- କରୋନାକୁ ଡ଼ରନ୍ତୁ ନାହିଁ କି କାହାକୁ ଡ଼ରାନ୍ତୁ ନାହିଁ ।ନିଜକୁ ଏବଂ ନିଜ ଘର ଓ ବାହାରକୁ ସ୍ୱଚ୍ଛ ରଖନ୍ତୁ । ଉଛନ ହୋଇ ଜିନିଷ କିଣନ୍ତୁ ନାହିଁ କି ଘରେ ଗଛିତ କରି ରଖନ୍ତୁ ନାହିଁ । ସମସ୍ତଙ୍କୁ ସୁରକ୍ଷିତ ଭାବେ ବଞ୍ଚିବାରେ ସହଯୋଗ!-->…
Read More...
Read More...