ଆଜି ଗଞ୍ଜାମ ଜିଲ୍ଲା ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହ ଠାରେ ୧୨ତମ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି ।
ଗଞ୍ଜାମ, (LR News , , ୦୪.୦୩.୨୦୨୦) - : ଆଜି ଗଞ୍ଜାମ ଜିଲ୍ଲା ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହ ଠାରେ ୧୨ତମ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ।ପୋଲସରା ବ୍ଲକ ଅଧ୍ୟକ୍ଷ ବଳରାମ ସେଠି!-->…
Read More...
Read More...