Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

୮ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା, ୨୬ରୁ ଉତ୍ତର ଓ ଉପକୂଳ ଓଡ଼ିଶାରେ ଘନ କୁହୁଡ଼ି, ୫ ଦିନ ଲାଗି ଜାରି ହେଲା ୟେଲୋ…

Met Weather ଭୁବନେଶ୍ବର : ରାଜ୍ୟରେ ଜାରି ରହିଥିବା ବର୍ଷା ଆଉ ୨୪ ଘଣ୍ଟା ପର୍ଯ୍ୟନ୍ତ ଲାଗିରହିବ। ମଙ୍ଗଳବାରଠାରୁ ବୁଧବାର ସକାଳ ପର୍ଯ୍ୟନ୍ତ ଅର୍ଧାଧିକ ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓ ପଶ୍ଚିମ
Read More...

ବ୍ରହ୍ମପୁର ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୨୪.୦୨.୨୦୨୦) - : ଆଜି ବ୍ରହ୍ମପୁର ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୧୫୭ ଟି ଅଭିଯୋଗ ଆସିଥିବା ବେଳେ ବ୍ୟକ୍ତିଗତ ସମସ୍ୟା ୧୨୬ ଟି ଓ ଗ୍ରାମଭିତ୍ତିକ ସମସ୍ୟା ୧୦
Read More...

ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଚନ୍ଦନପୁର ପଞ୍ଚାୟତ ର ମୁଣ୍ଡୁଳା ଗ୍ରାମ ର ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟମାନେ…

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୨୪.୦୨.୨୦୨୦) - : ଆଜି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଚନ୍ଦନପୁର ପଞ୍ଚାୟତ ର ମୁଣ୍ଡୁଳା ଗ୍ରାମ ର ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟମାନେ ଦୁଇ ଜଣଙ୍କ ଘର ଭିତରୁ ଚାରି ବସ୍ତା ଚୋରା ଦେଶୀ ମହୁଲି ମଦ ଜବତ କରିବା ସହ ବେଗୁନିଆପଡ଼ା
Read More...

ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବିଷ୍ଣୁ ଚକ୍ର ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ବାର୍ଷିକ ଉତ୍ସବ…

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୨୪.୦୨.୨୦୨୦) - : ଗତକାଲି ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବିଷ୍ଣୁ ଚକ୍ର ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ମାତୃ ଭକ୍ତ ଲକ୍ଷ୍ମି ଚରଣ
Read More...

ଭାରତ ବର୍ଷର ଐତିହ୍ୟ ଶେଷ ସ୍ୱାଧୀନ ଦୁର୍ଗ ନାମରେ ପରିଚିତ ଖୋର୍ଦ୍ଧାଗଡ଼

ଭାରତ ବର୍ଷର ଐତିହ୍ୟ ଶେଷ ସ୍ୱାଧୀନ ଦୁର୍ଗ ନାମରେ ପରିଚିତ ଖୋର୍ଦ୍ଧାଗଡ଼ ଏହା ଭାରତ ବର୍ଷର ଏକ ଭିନ୍ନ, ଐତିହ୍ୟ କିର୍ତ୍ତୀ ଓ କିମ୍ବଦନ୍ତୀ ଇତିହାସର ସ୍ୱର୍ଣ୍ଣପୃÂାରେ ଲିପିବଦ୍ଧ । ଖୋର୍ଦ୍ଧାଗଡ଼, କଟକଲୀଳାକ୍ଷେତ୍ର ଦୀର୍ଘବର୍ଷ ଧରି ଏହି ପବିତ୍ର ମାଟିରେ ପୂଜା ପାଇ ଆସୁଥିବା ଶ୍ରୀ ଶ୍ରୀ
Read More...

ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ଘୋଡ଼ାପଲାଣ ଗ୍ରାମ ରେ ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କ ୧୩୨ ତମ ଶୁଭ…

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୨୩.୦୨.୨୦୨୦) - : ଆଜି ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ଘୋଡ଼ାପଲାଣ ଗ୍ରାମ ରେ ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କ ୧୩୨ ତମ ଶୁଭ ଜନ୍ମ ଉତ୍ସବ ଏବଂ ଘୋଡ଼ାପଲାଣ ଗ୍ରାମ ର ୧୭ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର
Read More...

ଟ୍ରମ୍ପଙ୍କ ଭାରତ ଆଗମନ ଭାରତ ପାଇଁ ଶୁଭଙ୍କର ନା ରାଜକୋଷର ଅପଚୟ

ଗତ କିଛିଦିନ ତଳେ ପ୍ରଧାନମନ୍ତ୍ରୀ ମୋଦିଙ୍କର ଆମେରିକା ଗସ୍ତ କାଳରେ ଆମେରିକାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଆମେରିକାରେ ଭଵ୍ୟ ଆୟୋଜନ ର ପ୍ରତିଫଳନ ସ୍ୱରୂପ ଆଜି ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ଭାରତ ଗସ୍ତ ନିମନ୍ତେ ଭାରତ ପକ୍ଷରୁ ଭଵ୍ୟ ଆୟୋଜନ କରାଯାଇଛି। ଟ୍ରମ୍ପ
Read More...

ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ସ୍ଵୟଂ ସହାୟକ ମହିଳା ଗୋଷ୍ଠୀ ର ସଦସ୍ୟା ମାନଙ୍କ ଦ୍ଵାରା ମଦ ବିରୋଧୀ…

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୨୩.୦୨.୨୦୨୦) - : ଆଜି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଚନ୍ଦନପୁର ପଞ୍ଚାୟତ ର ମୁଣ୍ଡୁଳା ଗ୍ରାମ ରେ ୯୦ ଗୋଟି ସ୍ଵୟଂ ସହାୟକ ମହିଳା ଗୋଷ୍ଠୀ ର ସଦସ୍ୟା ମାନଙ୍କ ଦ୍ଵାରା ମଦ ବିରୋଧୀ ଅଭିଯାନ ଆରମ୍ଭ ହୋଇଯାଇଛି । ଘଟଣା ରୁ ପ୍ରକାଶ ଯେ
Read More...

ପାଳଗଦାରେ ନିଆଁ ଲାଗି ୩ମୃତ ଜଣେ ଗୁରୁତର ଆହତ ।

ଗଞ୍ଜାମ (LR News, ଟୁକୁନା ପ୍ରଧାନ, ୨୩.୦୨.୨୦୨୦) - : ଆଜି ଗଂଜାମ ଜିଲ୍ଲା ପୋଲସରା ଥାନା ଖଇରଚଟା ଗାଁରେ ଏଭଳି ଏକ ହୃଦୟବିଦାରକ ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ଖଇରଚଟା ଗାଁର ୪ ଜଣ ଶିଶୁ ଜିଅନ୍ତା ଜଳିଯାଇଛନ୍ତି । ନିଆଁରେ ଜଳି ଏହି ଚାରି ଶିଶୁଙ୍କ ଶରୀରର ପ୍ରାୟ ୮୦
Read More...

ସନ୍ ରାଇଜ୍ ସ୍ପୋର୍ଟ ଆସୋସିଏସନ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି।

ଖୋର୍ଦ୍ଧା (LR Newsପ୍ରଦୀପ୍ତ ମହାନ୍ତି)-ସନ୍ ରାଇଜ୍ ସ୍ପୋର୍ଟ ଆସୋସିଏସନ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ,ବେଗୁନିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ ବେଗୁନିଆ ବିଧାୟକ ଶ୍ରୀଯୁକ୍ତ ରାଜେନ୍ଦ୍ର କୁମାର ସାହୁ ମହୋଦୟ ଯୋଗ ଦେଇ ଉଦଘାଟିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବହୁ
Read More...