Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ବିରିପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୭ତମ ବାର୍ଷିକ ଉତ୍ସବ ଓ ପୋଷାକ…

ଗଞ୍ଜାମ, (LR News, ଟୁକୁନା ପ୍ରଧାନ,୨୭. ୦୨.୨୦୨୦) - : ଆଜି ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ବିରିପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୭ତମ ବାର୍ଷିକ ଉତ୍ସବ ଓ ପୋଷାକ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏଥିରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି
Read More...

ଖୋର୍ଦ୍ଧା ଗୁରୁଜଙ୍ଗ ଗ୍ରାମରେ ମା କାଳୀ ମନ୍ଦିରରେ ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି।

ଖୋର୍ଦ୍ଧା (LR News ଅମୁଲ୍ୟ ମହାନ୍ତି) ଖୋର୍ଦ୍ଧା ଗୁରୁଜଙ୍ଗ ଗ୍ରାମରେ ମା କାଳୀ ମନ୍ଦିରରେ ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଏହି ଯଜ୍ଞ ୪ଦିନ ଧରି ଚାଲିଥିଲା। ପ୍ରଥମେ ଗ୍ରାମ ପୋଖରୀ ରୁ ୧୦୮କଳସ ରେ ଜଳ ଆଣି ଘଟ ସ୍ଥାପନ କରାଯାଇଥିଲା।ଏଠାରେ ୪ଦିନ ଧରି ନାମ ସଙ୍କୀର୍ତ୍ତନ ହେବା ସହିତ ସାଧୁ
Read More...

ଗଞ୍ଜାମ ଜିଲ୍ଲା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ମନୋନୀତ

ଗଞ୍ଜାମ, (LR News, ଟୁକୁନା ପ୍ରଧାନ , ୨୬.୦୨.୨୦୨୦) - : ଆଜି ଗଞ୍ଜାମ ଜିଲ୍ଲା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ମନୋନୀତ ହୋଇଥିବାରୁ ଓଡିଶା ର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କୁ କୃତଜ୍ଞତା ଜଣାଇଛନ୍ତି।ବିଜେଡ଼ି ସୁପ୍ରିମୋ ତାଙ୍କ
Read More...

ମହିଳାଙ୍କ ମୃତଦେହ ଆଜି ସକାଳୁ ନିଜ ଘର ସମ୍ମୁଖ ବିଲହୁଡାରୁ ଉଦ୍ଧାର କରାଯାଇଛି।

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୨୬.୦୨.୨୦୨୦) ଗଞ୍ଜାମ ଜିଲ୍ଲା ପାଟପୁର ଥାନା ପଳାସପୁର ଗ୍ରାମରୁ ଦୀର୍ଘ ୯ ଦିନ ଧରି ନିଖୋଜ ଥିବା ମହିଳାଙ୍କ ମୃତଦେହ ଆଜି ସକାଳୁ ନିଜ ଘର ସମ୍ମୁଖ ବିଲହୁଡାରୁ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି । ମୃତ ମହିଳା ଜଣଙ୍କ ହେଲେ ପଳାସପୁର ଗ୍ରାମର ଅମୂଲ୍ୟ
Read More...

ବେଗୁନିଆ ବ୍ଲକ ଅନ୍ତର୍ଗତ ଗଡଗୁଡୁମ୍ ଗ୍ରାମରେ ଶ୍ରୀ ଶ୍ରୀ ବକ୍ରଦେବଙ୍କ ବିଶ୍ଵଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି।

ଖୋର୍ଦ୍ଧା (LR News ପ୍ରଦୀପ ମହାନ୍ତି )। ବେଗୁନିଆ ବ୍ଲକ ଅନ୍ତର୍ଗତ ଗଡଗୁଡୁମ୍ ଗ୍ରାମରେ ଶ୍ରୀ ଶ୍ରୀ ବକ୍ରଦେବଙ୍କ ବିଶ୍ଵଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଏହି ଯଜ୍ଞ ୪ଦିନ ଧରି ଚାଲିଥିଲା। ପ୍ରଥମେ ଗ୍ରାମ ପୋଖରୀ ରୁ ୧୦୮କଳସ ରେ ଜଳ ଆଣି ଘଟ ସ୍ଥାପନ କରାଯାଇଥିଲା।ଏଠାରେ ୪ଦିନ ଧରି
Read More...

ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ପରିସରରେ ସ୍ଵଚ୍ଛ ଭାରତ ମିଶନ ଆନୁକୁଲ୍ୟରେ କଠିନ ବର୍ଜ୍ୟବସ୍ତୁ ପରିଚାଳନା…

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୨୫.୦୨.୨୦୨୦) - : ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ପରିସରରେ ସ୍ଵଚ୍ଛ ଭାରତ ମିଶନ ଆନୁକୁଲ୍ୟରେ କଠିନ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କରେ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବେଗୁନିଆପଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବେଦବର
Read More...

ଶ୍ରୀଯୁକ୍ତ ରବୀନ୍ଦ୍ରନାଥ ଶତପଥୀଙ୍କ ଅବସର କାଳୀନ ସମ୍ବର୍ଦଧନା ସଭା ଅନଷ୍ଠିତ ହୋଇଯାଇଛି।

ଖୋର୍ଦ୍ଧା (LR News) ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ବସନ୍ତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ତା୨୩/୨/୨୦ ରିଖ ରେ ଶ୍ରୀଯୁକ୍ତ ରବୀନ୍ଦ୍ରନାଥ ଶତପଥୀଙ୍କ ଅବସର କାଳୀନ ସମ୍ବର୍ଦଧନା ସଭା ଅନୁଷ୍ଠିତ ହୋଇଯାଇଛି।ଉକ୍ତ ସଭାରେ ବସନ୍ତ ଗ୍ରାମର ଗ୍ରାମବାସୀ ଓ ବିଦ୍ୟାଳୟ ର ପରିଚାଳନା କମିଟି
Read More...

୮ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା, ୨୬ରୁ ଉତ୍ତର ଓ ଉପକୂଳ ଓଡ଼ିଶାରେ ଘନ କୁହୁଡ଼ି, ୫ ଦିନ ଲାଗି ଜାରି ହେଲା ୟେଲୋ…

Met Weather ଭୁବନେଶ୍ବର : ରାଜ୍ୟରେ ଜାରି ରହିଥିବା ବର୍ଷା ଆଉ ୨୪ ଘଣ୍ଟା ପର୍ଯ୍ୟନ୍ତ ଲାଗିରହିବ। ମଙ୍ଗଳବାରଠାରୁ ବୁଧବାର ସକାଳ ପର୍ଯ୍ୟନ୍ତ ଅର୍ଧାଧିକ ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓ ପଶ୍ଚିମ
Read More...

ବ୍ରହ୍ମପୁର ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୨୪.୦୨.୨୦୨୦) - : ଆଜି ବ୍ରହ୍ମପୁର ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୧୫୭ ଟି ଅଭିଯୋଗ ଆସିଥିବା ବେଳେ ବ୍ୟକ୍ତିଗତ ସମସ୍ୟା ୧୨୬ ଟି ଓ ଗ୍ରାମଭିତ୍ତିକ ସମସ୍ୟା ୧୦
Read More...

ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଚନ୍ଦନପୁର ପଞ୍ଚାୟତ ର ମୁଣ୍ଡୁଳା ଗ୍ରାମ ର ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟମାନେ…

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୨୪.୦୨.୨୦୨୦) - : ଆଜି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଚନ୍ଦନପୁର ପଞ୍ଚାୟତ ର ମୁଣ୍ଡୁଳା ଗ୍ରାମ ର ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟମାନେ ଦୁଇ ଜଣଙ୍କ ଘର ଭିତରୁ ଚାରି ବସ୍ତା ଚୋରା ଦେଶୀ ମହୁଲି ମଦ ଜବତ କରିବା ସହ ବେଗୁନିଆପଡ଼ା
Read More...