ପାଳଗଦାରେ ନିଆଁ ଲାଗି ୩ମୃତ ଜଣେ ଗୁରୁତର ଆହତ ।
ଗଞ୍ଜାମ (LR News, ଟୁକୁନା ପ୍ରଧାନ, ୨୩.୦୨.୨୦୨୦) - : ଆଜି ଗଂଜାମ ଜିଲ୍ଲା ପୋଲସରା ଥାନା ଖଇରଚଟା ଗାଁରେ ଏଭଳି ଏକ ହୃଦୟବିଦାରକ ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ଖଇରଚଟା ଗାଁର ୪ ଜଣ ଶିଶୁ ଜିଅନ୍ତା ଜଳିଯାଇଛନ୍ତି । ନିଆଁରେ ଜଳି ଏହି ଚାରି ଶିଶୁଙ୍କ ଶରୀରର ପ୍ରାୟ ୮୦!-->…
Read More...
Read More...